ଆଜିର ଖବର ଶିଖ ଦଙ୍ଗା ମାମଲା: ୨ ଶିଖଙ୍କ ହତ୍ୟା ଅପରାଧରେ କଂଗ୍ରେସ ନେତା ସଜ୍ଜନ କୁମାର ଦୋଷୀ ସାବ୍ୟସ୍ତ ନୂଆଦିଲ୍ଲୀ: ୧୯୮୪ ଶିଖ ବିରୋଧୀ ଦଙ୍ଗା ମାମଲାରେ ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ କଂଗ୍ରେସ ନେତା ସଜ୍ଜନ କୁମାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଫେବୃଆରୀ ୧୮ ତାରିଖରେ…