ଆଜିର ଖବର ଅରଣ୍ୟ ଭବନ ସମ୍ମିଳନୀ କକ୍ଷରେ ‘କେନ୍ଦୁପତ୍ର ଚିନ୍ତନ ଶିବିର–୨୦୨୬’ ଅନୁଷ୍ଠିତ ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଅରଣ୍ୟ ଭବନ ସମ୍ମିଳନୀ କକ୍ଷରେ ‘କେନ୍ଦୁପତ୍ର ଚିନ୍ତନ ଶିବିର–୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପ୍ରମୁଖ ଶାସନ ସଚିବ…