ଆଜିର ଖବର ଏସୀୟ ତୀରନ୍ଦାଜୀ ଚାମ୍ପିଅନସିପରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ତୀରନ୍ଦାଜୀ ଦଳକୁ ଏସୀୟ ତୀରନ୍ଦାଜୀ ଚାମ୍ପିଅନସିପ୍ ୨୦୨୫ରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ,…