ଆଜିର ଖବର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ୭୯ ବର୍ଷ ବୟସରେ ପରଲୋକ ଭୁବନେଶ୍ବର: ଆଜି ରାଜ୍ୟରେ ଏକ ଦୁଃଖଦ ଖବର ଶୁଣିବାକୁ ମିଳୁଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ ହୋଇଛି। ଅର୍ଜୁନଙ୍କ ପରଲୋକ ନେଇ ପୁଅ ଅଭିମନ୍ୟୁ ସୂଚନା…