ଜାତୀୟ ଖବର ତୃତୀୟ ଆଶେସ୍ ଟେଷ୍ଟ ପରେ ବହୁତ ବଦଳିଲା WTC ପଏଣ୍ଟ ଟେବୁଲ: ବିପଦପୂର୍ଣ୍ଣ ସ୍ଥିତିରେ ଟିମ୍ ଇଣ୍ଡିଆ ନୂଆଦିଲ୍ଲୀ: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ 2025-27 ପ୍ରାରମ୍ଭିକ ପର୍ଯ୍ୟାୟରେ ଅଛି। କିନ୍ତୁ ପଏଣ୍ଟ ଟେବୁଲରେ ପରିବର୍ତ୍ତନ ଆସିବା ଆରମ୍ଭ ହୋଇସାରିଛି। ତୃତୀୟ ଆଶେସ୍ ଟେଷ୍ଟରେ ଅଷ୍ଟ୍ରେଲିଆ ଇଂଲଣ୍ଡକୁ…