ଆଜିର ଖବର କଂଗ୍ରେସ ବିଧାୟକ ପଦରୁ ଇସ୍ତଫା ଦେଲେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚହ୍ଵାନ: ବିଜେପିରେ ଯୋଗଦେବେ? ମୁମ୍ବାଇ: ମହାରାଷ୍ଟ୍ରରେ ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଏକ ବଡ ଅସୁବିଧାର ସମ୍ମୁଖୀନ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚହ୍ଵାନ କଂଗ୍ରେସରୁ ଇସ୍ତଫା ଦେଇପାରନ୍ତି। ସେ ବିଧାୟକ…