ବିଶେଷ ଖବର ଓଡ଼ିଶା ଉପକୂଳ ଚାନ୍ଦିପୁରରୁ ‘ଅସ୍ତ୍ର’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ, ଦୃଶ୍ୟମାନ ହେଉ ନ ଥିବା ଲକ୍ଷ୍ୟକୁ ଆକାଶରେ କରିପାରିବ ବିଧ୍ୱଂସ ସମୀକ୍ଷା ବ୍ୟୁରୋ ୧୦୦ କିମି ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ ସାମର୍ଥ୍ୟ ଥିବା ଏବଂ ଦୃଶ୍ୟମାନ ହେଉନଥିବା ଲକ୍ଷ୍ୟକୁ ଆକାଶରୁ ଆକାଶ ମାର୍ଗରେ ଭେଦ କରିପାରୁଥିବା କ୍ଷେପଣାସ୍ତ୍ର (ବିଭିଆରଏଏଏମ)…