ଆଜିର ଖବର ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ ଭୁବନେଶ୍ଵର: ପାଟଣାଗଡରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଆଧୁନିକ ବସଷ୍ଟାଣ୍ଡ ନିର୍ମାଣ ଦ୍ୱାରା ଉନ୍ନତ ଓ…