ଆଜିର ଖବର ମୋ ସହ ରାଘବ ଚଢା ଏବଂ ସୌରଭ ଭାରଦ୍ଵାଜ ମଧ୍ୟ ଜେଲ ଯିବେ: ଦିଲ୍ଲୀ ମନ୍ତ୍ରୀ ଆତିଶୀଙ୍କ ବଡ ଦାବି ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଏପ୍ରିଲ ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ…