ଅନ୍ତରାଷ୍ଟ୍ରୀୟ ଆଜି ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟି-୨୦, ଜାଣନ୍ତୁ କେବେ ଏବଂ କେଉଁଠି ଦେଖିବେ ମ୍ୟାଚ୍? ନୂଆଦିଲ୍ଲୀ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ଆଜି ଖେଳାଯିବ। ଏହି ମ୍ୟାଚ୍ ଅଷ୍ଟ୍ରେଲିଆର ରାଜଧାନୀ କେନବରାରେ ଅନୁଷ୍ଠିତ ହେବ। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ…