ଆଜିର ଖବର ଭାରତ ଆଗରେ ୩୧୪ ରନ୍ର ଟାର୍ଗେଟ୍ ଆଜି ଖେଳାଯାଉଥିବା ଅଷ୍ଟ୍ରେଲିଆ ବନାମ ଇଣ୍ଡିଆର ଦିନିକିଆ ସିରିଜର ତୃତୀୟ ମ୍ୟାଚରେ ଭାରତର ଅଧିନାୟକ ବିରାଟ କୋହଲି ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ।…