ଆଜିର ଖବର ଆଜଲାନ ଶାହ କପ୍ ହକି ୨୦୧୯ : ଜାପାନକୁ ୨-୦ରେ ହରାଇଲା ଭାରତ ସୁଲତାନ ଆଜଲାନ ଶାହ କପ୍ ହକି ଟୁର୍ଣ୍ଣାମେଣ୍ଟରେ ଭାରତ ନିଜର ମୁକାବିଲା ବିଜୟ ସହିତ ଆରମ୍ଭ କରିଛି। ଏସିଆନ୍ ଗେମ୍ସରେ ସ୍ବର୍ଣ୍ଣ ପଦକ ବିଜେତା ଜାପାନକୁ ୨-୦ରେ…