ଜାତୀୟ ଖବର କରୋନା ଟିକା ବାହାରିଲା, ହେଲେ ଏହା ପୂର୍ବରୁ କଣ କରାଯାଇଥିଲା ତାହା ଜାଣିଲେ ଆଶ୍ଚର୍ଯ୍ୟ ହେବେ ନୂଆଦିଲ୍ଲୀ, କେନ୍ଦ୍ରୀୟ ଔଷଧ ମାନ ନିୟନ୍ତ୍ରଣ ପ୍ରତିଷ୍ଠାନ (ସିଡିଏସ୍ସିଓ)ର ବିଷୟ ବିଶେଷଜ୍ଞ କମିଟିର ବୈଠକ ୨୦୨୧ ଜାନୁୟାରୀ ୧ ଓ ୨ ତାରିଖରେ ଅନୁଷ୍ଠିତ ହୋଇଥିଲା ।…