ଆଞ୍ଚଳିକ ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଚ଼ିଲିକା: ଆଜି ଚ଼ିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଡ଼କୂଳ ପାନ୍ଥନିବାସ ଠାରେ ଆୟୋଜିତ ବଡ଼କୂଳର ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’ ରେ ଆଇନ, ପୂର୍ତ୍ତ ଓ ଅବକାରୀ…