RathJatra ଆଗୁଆ ଆରମ୍ଭ ହେଲା ବାହୁଡା ପହଣ୍ଡି, ଆଉ କିଛି ସମୟ ପରେ ଛେରା ପହଁରା ପୁରୀ: ଆରମ୍ଭ ହେଲା ବାହୁଡା ପହଁଣ୍ଡି। ନଅ ଦିନର ଲୀଳା ଶେଷ କରି ତିନିଠାକୁର ଫେରିବେ ଶ୍ରମନ୍ଦିର। ସେଥିପାଇଁ ଆଜି ସେବକମାନେ ପୂର୍ବନିର୍ଦ୍ଧାରିତ ସମୟର ବହୁ ପୂର୍ବରୁ…
ବିଶେଷ ଖବର ଶ୍ରୀମନ୍ଦିରକୁ ବାହୁଡିବେ ତିନିଠାକୁର, ଦିନ ୧୨ଟାରେ ପହଣ୍ଡି ବିଜେ ପୁରୀ: ଆସନ୍ତ।କାଲି ବୁଧବ।ରରେ ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହୁଡିବେ ତିନିଠାକୁର। ସେଥିପ।ଇଁ ପ୍ରଶାସନ ତରଫରୁ ସମସ୍ତ ବନ୍ଦୋବସ୍ତ କରାଯାଇଛି। ନଅ ଦିନର ଯାତ୍ରା ଶେଷ କରି ପ୍ରଭୃ ରତ୍ନବେଦୀରେ…
ମତାମତ ରଥଯାତ୍ରା ମନ୍ଦିର ପ୍ରଶାସନର ବ୍ୟବସାୟ ନୁହେଁ, ଏହାର ସିଧା ପ୍ରସାରଣ ଲାଗି ନିଲାମ ଡାକିବା ଏକ ନିର୍ବୋଧ ନିଷ୍ପତ୍ତି କେଦାର ମିଶ୍ର ଶେଷରେ ଆମେ କ୍ରିକେଟ ଓ ରଥଯାତ୍ରାକୁ ଗୋଟିଏ ବ୍ରାଣ୍ଡ ବୋଲି ଗ୍ରହଣ କରିନେଲୁ!କ୍ରିକେଟର ଯେମିତି ତେଲି ପ୍ରସାରଣ ଅଧିକାର ନିଲାମ ହୁଏ, ଏବେ ରଥଯାତ୍ରାର…