ଆଜିର ଖବର ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷରେ ଦିନିକିଆ ସିରିଜ ହାରିବା ପରେ ପାକିସ୍ତାନ କଠୋର ସମାଲୋଚନାର ସମ୍ମୁଖୀନ ହେଉଛି। ମୀରପୁରରେ ଖେଳାଯାଇଥିବା ତୃତୀୟ ଏବଂ ନିର୍ଣ୍ଣାୟକ ମ୍ୟାଚ୍ରେ ବାଂଲାଦେଶ ପାକିସ୍ତାନକୁ…