ସଂସ୍କୃତି ସୂକ୍ଷ୍ମ ସୂତାର ବର୍ଣ୍ଣିଳ କବିତା ; ବାଂଧ କଳା ଓ ସମ୍ବଲପୁରୀ ହସ୍ତତନ୍ତର ଗାଥା କେଦାର ମିଶ୍ର ଓଡିଶାର ଅନନ୍ୟ ଶିଳ୍ପ ଓ କଳା ପରମ୍ପରାରେ ହସ୍ତତନ୍ତ ର ପ୍ରମୁଖ ଭୂମିକା ରହିଛି। ସୂତା ଓ ସିଲକ୍ ରେ ପ୍ରସ୍ତୁତ ହସ୍ତତନ୍ତର ବହୁ…