ଆଜିର ଖବର ଡ୍ରିମ୍ସ ରଣଜୀ ମୁକାବିଲାରେ ବସନ୍ତଙ୍କୁ 6 ଓ୍ବିକେଟ୍ : 117ରେ ସମାପ୍ତ ହେଲା ଉତ୍ତରାଖଣ୍ଡ ଇନିଂସ ସମୀକ୍ଷା ବ୍ୟୁରୋ କଟକ, 25/12 : ଓଡିଶା ଏବଂ ଉତ୍ତରାଖଣ୍ଡ ମଧ୍ୟରେ ଅନୁଷ୍ଠିତ ରଣଜୀ ଟ୍ରଫି ମୁକାବିଲାରେ ଓଡିଶା ଦୃଢ ସ୍ଥିତିରେ ରହିଛି । ଓଡିଶାର ପେସ୍…