ମତାମତ ସବୁଠୁ କମ ଭୋଟ ଦେଉଥିବା ସ୍ମାର୍ଟ ସିଟି ଭୁବନେଶ୍ବରକୁ ସଲାମ ରଙ୍ଗାଚରଣ ପ୍ରଧାନ କମ୍ ମତଦାନ ହୋଇଥିବାରୁ ଭୁବନେଶ୍ବରବାସୀଙ୍କୁ ଆନ୍ତରିକ ଅଭିନନ୍ଦନ ଜଣାଉଛି । ସେମାନେ ପୁଣି ଥରେ ପ୍ରମାଣ କରିଦେଲେ ଯେ ଅଧିକ ଉନ୍ନତି ପାଇଁ ଭୋଟ…