ବିଶେଷ ଖବର ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମ୍ମିଳନୀରେ ଚେତାବନୀ ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଆମର ବ୍ଲକଗୁଡ଼ିକ ହେଉଛି, ଆମ ପ୍ରଶାସନିକ ସଫଳତାର ଦର୍ପଣ। ଯଦି ବ୍ଲକଗୁଡ଼ିକ ଦକ୍ଷତାର ସହ କାମ କରିବେ, ଏବଂ ଲୋକମାନେ ସବୁ ଯୋଜନାର ସୁଫଳ ପାଇବେ,…