ଜାତୀୟ ଖବର ଭୁବନେଶ୍ବରର ମେଟ୍ରୋ ରେଳ ପ୍ରକଳ୍ପ, ନୂଆବର୍ଷରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର ସମୀକ୍ଷା କରିଛନ୍ତି। ମୋଟ ୫୯୨୯ କୋଟି ଟଙ୍କା ବ୍ୟୟରେ ବିସ୍ତୃତ ପ୍ରକଳ୍ପ…