ଜାତୀୟ ଖବର Bihar Assembly Voting: ସକାଳ ୯ ଟା ସୁଦ୍ଧା ବିହାରରେ ୧୪.୫୫ ପ୍ରତିଶତ ମତଦାନ Bihar Assembly Voting: ବିହାରରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ଏବଂ ଅନ୍ତିମ ପର୍ୟ୍ୟାୟ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୨୦ଟି ଜିଲ୍ଲାର ୧୨୨ଟି ନିର୍ବାଚନମଣ୍ଡଳୀ…