ପାଟନା : ଜୟପ୍ରକାଶ ନାରାୟଣ ଅନ୍ତର୍ଜାତୀୟ ବିମାନବନ୍ଦରଠାରେ ବିହାରର ମୁଖ୍ୟମନ୍ତ୍ରୀ ନୀତିଶ୍ କୁମାର ଲଦାଖ ଗଲଓ୍ବାନ ଘାଟିରେ ଦେଶ ପାଇଁ ପ୍ରାଣବଳି ଦେଇଥିବା ବୀର ଯବାନଙ୍କୁ ଶେଷ ସମ୍ମାନ ଜଣାଉଛନ୍ତି ।