ଜାତୀୟ ଖବର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତିଶ କୁମାର ପାଟନା: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ବିଜେପିରୁ ଜଣେ ମୁଖ୍ୟମନ୍ତ୍ରୀ ଏବଂ ଜେଡିୟୁରୁ ଦୁଇଜଣ…