ଆଜିର ଖବର କୁଜଙ୍ଗରେ ବସୁନ୍ଧରା ଯୋଜନା ଘୋଟାଲା : ଭଡାଟିଆଙ୍କୁ ପକାଘର, ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ରଞ୍ଜିତ ପଣ୍ଡା କୁଜଙ୍ଗ : କୁଜଙ୍ଗ ବ୍ଳକ ଅନ୍ତର୍ଗତ ପାରାଦୀପଗଡ଼ ପଂଚାୟତରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ଆସି ଭଡ଼ାରେ ରହୁଥିବା ଜନୈକା ମହିଳାଙ୍କୁ ବସୁନ୍ଧରା ଯୋଜନାରେ ସାମିଲ କରାଯାଇଛି…