ଆଜିର ଖବର ହୀରାକୁଦ ଜଳଭଣ୍ଡାରରେ ପକ୍ଷୀ ଗଣନା ଆରମ୍ଭ ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ସମ୍ବଲପୁର ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ଆଜିଠାରୁ ପକ୍ଷୀ ଗଣନା ଆରମ୍ଭ କରାଯାଇଛି । ହୀରାକୁଦ ଜଳଭଣ୍ଡାର ସମେତ ବରଗଡ଼ ଏବଂ ଝାରସୁଗୁଡ଼ାର…