ଆଜିର ଖବର ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା। ଜନ୍ମଗତ ନାଗରିକତାକୁ ସୀମିତ କରିବା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାରି କରିଥିବା କାର୍ଯ୍ୟନିର୍ବାହୀ ଆଦେଶକୁ ଆମେରିକାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି।…