ଆଜିର ଖବର ବିଜେଡ଼ିର ନୂଆ ଅଭିଯାନ : ଘରେ ଘରେ ଶଙ୍ଖ, ମତାମତ ଦିଅନ୍ତି ଆପଣ, ପାଳନ କରନ୍ତି ନବୀନ’ ବିଜୁ ଜନତା ଦଳ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ଗଠିତ ହୋଇ ୪ଥର କ୍ଷମତାକୁ ଆସିସାରିଲାଣି । ନିକଟରେ ଆସନ୍ତା ନିର୍ବାଚନ ପାଇଁ ପ୍ରାୟ ସବୁ…