ଆଜିର ଖବର ଜମ୍ମୁ କାଶ୍ମୀରରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପରେ ଆତଙ୍କୀ ଆକ୍ରମଣ ଜମ୍ମୁକାଶ୍ମୀର : ଜମ୍ମୁ-କାଶ୍ମୀରରେ ପୁଣି ଜଣେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀଙ୍କ ଗୁଳିରେ ସମ୍ପୃକ୍ତ କାର୍ଯ୍ୟକର୍ତ୍ତା ଗୁରୁତର ଆହତ ହୋଇଛନ୍ତି। ବିଜେପି କାର୍ଯ୍ୟକର୍ତ୍ତାଙ୍କ…