ଆଜିର ଖବର ୨୦୨୭ ନିର୍ବାଚନ ପୂର୍ବରୁ ଅଖିଳେଶଙ୍କ ନୂଆ ଚାଲ୍! ରାକେଶ ଟିକୈତଙ୍କ ସହ ଭେଟ, PDAରେ ଅନ୍ନଦାତାଙ୍କୁ ଯୋଡ଼ିବାକୁ ରଣନୀତି ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ୨୦୨୭ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି ଥିବାବେଳେ ରାଜନୈତିକ ଦଳଗୁଡ଼ିକ ନିଜ ନିଜ ରଣନୀତିକୁ ଶାଣିତ କରିବାରେ ଲାଗିଛନ୍ତି। ଏହି ସମୟରେ…