ଜାତୀୟ ଖବର ସୋନିଆ ଗାନ୍ଧୀଙ୍କ ପୁସ୍ତକ ପ୍ରକାଶ କରିବାକୁ ମନା କଲା ପେଙ୍ଗୁଇନ୍: ଜାଣନ୍ତୁ କାରଣ ନୂଆଦିଲ୍ଲୀ: କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ଆଗାମୀ ପୁସ୍ତକ “ବିଲଙ୍ଗିଂ: ଏ ଜର୍ନି ଅଫ୍ ଲଭ୍” ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଭାରତରେ ପୁସ୍ତକ…