ଅନ୍ତରାଷ୍ଟ୍ରୀୟ କରୋନା କବଳରେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍ ଲଣ୍ଡନ : କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍ । ଶୁକ୍ରବାର ଲଣ୍ଡନ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି…