ଆଜିର ଖବର ଭିସି ମାଧ୍ୟମରେ ବୌଦ୍ଧ ମହୋତ୍ସବ ଉଦ୍ଘାଟନ, ୧୧୪ କୋଟି ଟଙ୍କାର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ସମୀକ୍ଷା ବ୍ୟୁରୋ ଭୁବନେଶ୍ବର, ୦୨/୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରୁ ଭିଡିଓ କନ୍ଫରେନ୍ସିଂ ଜରିଆର ବୌଦ୍ଧ ମହୋତ୍ସବକୁ ଉଦ୍ଘାଟନ କରିଛନ୍ତି। କଳାର ପ୍ରସାରରେ ବୌଦ୍ଧ ମହୋତ୍ସବ…