ଆଜିର ଖବର ବିଜୁ ପଟ୍ଟନାୟକ ଷ୍ଟେଟ୍ ପୋଲିସ ଏକାଡେମୀରେ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ଭୁବନେଶ୍ଵର: ଆଜି ପୂର୍ବାହ୍ନରେ ବିଜୁ ପଟ୍ଟନାୟକ ଷ୍ଟେଟ୍ ପୋଲିସ ଏକାଡେମୀ (BPSPA) ଠାରେ ୭ମ ବ୍ୟାଚ ଡିଏସପି (ପ୍ରୋବେସନର) ଏବଂ ୧୧ତମ ବ୍ୟାଚ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରଙ୍କ ଦୀକ୍ଷାନ୍ତ…