ଆଜିର ଖବର ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା ଭୁବନେଶ୍ଵର: ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୁରୀ ଜିଲ୍ଲା ୨୮ ନମ୍ବର ଜୋନ ଜିଲ୍ଲା ପରିଷଦ ସଦସ୍ୟ ତଥା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା…