Brajmohan Ram

ଭୁବନେଶ୍ୱର: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ବ୍ରଜମୋହନ ରାମ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ…