ଆଜିର ଖବର ବିଶିଷ୍ଟ ଉଦ୍ୟୋଗପତି ରତନ ଟାଟାଙ୍କର ଦେହାନ୍ତ, ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ତ୍ୟାଗ କଲେ ଶେଷ ନିଶ୍ୱାସ ମୁମ୍ବାଇ: ଟାଟା ଗ୍ରୁପ୍ ଚେୟାରମ୍ୟାନ୍ ରତନ ଟାଟାଙ୍କର ବୁଧବାର ଦିନ ଦେହାନ୍ତ ହୋଇଛି। ବାର୍ଦ୍ଧକ୍ୟ ସମ୍ବନ୍ଧୀୟ ରୋଗ ହେତୁ ତାଙ୍କୁ ସୋମବାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହା…