ଆଜିର ଖବର ଖୋର୍ଦ୍ଧା ରୋଡ଼–ବଲାଙ୍ଗୀର ନୂଆ ରେଳ ଲାଇନ୍ ପ୍ରକଳ୍ପରେ ବଡ଼ ଉପଲବ୍ଧି ଭୁବନେଶ୍ଵର: ଓଡ଼ିଶାର ସବୁଠାରୁ ସୁଦୀର୍ଘ ରେଳ ସୁଡ଼ଙ୍ଗ (4,185 ମିଟର ଦୈର୍ଘ୍ୟ ବିଶିଷ୍ଟ), ଖୋର୍ଦ୍ଧା-ବଲାଙ୍ଗୀର ନୂତନ ରେଳ ଲାଇନ୍ ପ୍ରକଳ୍ପ ଅନ୍ତର୍ଗତ ଟନେଲ୍ T-4 ର ଆଜି…