BSNL Studen Special Plan

ନୂଆଦିଲ୍ଲୀ: ରାଷ୍ଟ୍ରାୟତ୍ତ ଟେଲିକମ୍ କମ୍ପାନୀ BSNL ଶିଶୁ ଦିବସ ଅବସରରେ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ମୋବାଇଲ୍ ଯୋଜନା ପ୍ରଚଳନ କରିଛି। BSNL CMD ଏ. ରବର୍ଟ…