ଆଜିର ଖବର ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବି ସୁଦର୍ଶନ ରେଡ୍ଡୀ ନୂଆଦିଲ୍ଲୀ: ଇଣ୍ଡି ଆଲାଏନ୍ସ ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ସମୟରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ,…