ଆଜିର ଖବର ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ ପାଇଁ ଆଜି ବରଗଡ ଯିବେ ମୁଖ୍ୟମନ୍ତ୍ରୀ, ସୁରକ୍ଷା ବ୍ୟବସ୍ଥା କଡାକଡି ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ଗସ୍ତରେ ଯିବେ। ସେଠାରେ ସେ ଜିଲ୍ଲାବାସୀଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର…