ଅନ୍ତରାଷ୍ଟ୍ରୀୟ ବାଂଲାଦେଶକୁ ବଡ଼ ଝଟକା ଦେଲା ଭାରତ: ନିଜ କାର୍ଯ୍ୟ ପାଇଁ ପଶ୍ଚାତାପ କରିବେ ୟୁନୁସ ସରକାର ନୂଆଦିଲ୍ଲୀ: କେନ୍ଦ୍ର ବଜେଟ୍ ୨୦୨୬-୨୭ ରେ ଭାରତର ବୈଦେଶିକ ସହାୟତା ନୀତି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଛି। ବାଂଲାଦେଶକୁ ଆବଣ୍ଟିତ ସହାୟତାରେ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଦୃଷ୍ଟି ଆକର୍ଷଣ…