ଆଜିର ଖବର ମିଳିତ ଗୃହକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ : ବିରୋଧ ନାମରେ କରାଯାଉଥିବା ହିଂସା ଦେଶ ଓ ସମାଜକୁ ଦୁର୍ବଳ କରୁଛି ନୂଆଦିଲ୍ଲୀ : ଭାରତୀୟ ଅର୍ଥବ୍ୟବସ୍ଥାର ବିଗିଡିଥିବା ପରିସ୍ଥିତି ସମୟରେ ଆଜି ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେଉଛି । ମୋଦି ସରକାରଙ୍କ ଦ୍ବିତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍କୁ…