ଆଜିର ଖବର କର୍ଣ୍ଣାଟକରେ କୋଠା ଭୁଶୁଡ଼ିବା ଘଟଣା: ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି କର୍ଣ୍ଣାଟକର ଧରଓ୍ବାଡ଼ ଜିଲ୍ଲା କୁମାରେଶ୍ବର ନଗରରେ ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ିବା ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବଢ଼ିଛି। ଉଦ୍ଧାରକାରୀ ଟିମ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ଏହି…