ବିଶେଷ ଖବର ଭୁବନେଶ୍ୱରର ଦୁଇ ପ୍ରମୁଖ କରିଡରରେ ପାଇଲଟ୍ ଭିତ୍ତିରେ ‘ବସ୍ ପ୍ରାଥମିକତା ଲେନ୍’ ପାଇଁ ଯୋଜନା ଆରମ୍ଭ ଭୁବନେଶ୍ୱର: ସହରାଞ୍ଚଳ ଯାତାୟାତ ବ୍ୟବସ୍ଥାକୁ ଅଧିକ ସୁଦୃଢ଼, ଦକ୍ଷ ଓ ଯାତ୍ରୀ ଅନୁକୂଳ କରିବା ସହ ଜନପରିବହନ ବ୍ୟବସ୍ଥାରେ ଉନ୍ନତି ଆଣିବା ଦିଗରେ ଓଡ଼ିଶା ସରକାରଙ୍କ ଗୃହ…