ଆଜିର ଖବର ଭୋଟରଙ୍କ ମଧ୍ୟରେ ଲୋକପ୍ରିୟ ହେଉଛି ନିର୍ବାଚନ ଆୟୋଗଙ୍କ ସି-ଭିଜିଲ୍ ଆପ୍ ନୂଆଦିଲ୍ଲୀ: ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ସମ୍ପର୍କରେ ଅଭିଯୋଗ କରିବା ପାଇଁ ଭାରତର ନିର୍ବାଚନ କମିଶନଙ୍କ ସି-ଭିଜିଲ ଆପ୍ ଲୋକଙ୍କ ହାତରେ ଏକ ପ୍ରଭାବଶାଳୀ ଅସ୍ତ୍ର ପାଲଟିଛି।…