ଆଜିର ଖବର ନିଟ୍-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ ଭୁବନେଶ୍ଵର : ନିଟ୍-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡା ସମାଲୋଚନା କରିଛନ୍ତି । ନବୀନ ପଟ୍ଟନାୟକ ଟ୍ବିଟ କରି…