ଆଜିର ଖବର ଜିଓ ବ୍ୟବହାରକାରୀଙ୍କୁ ମିଳିବ ୧୨ ମାସ ପାଇଁ ମାଗଣା କାନଭା ପ୍ରୋ: ୪ ହଜାର ପର୍ଯ୍ୟନ୍ତ ସଞ୍ଚୟର ସୁଯୋଗ ମୁମ୍ବାଇ: ଜିଓ ବ୍ୟବହାରକାରୀମାନେ ଏବେ ବିନା କୌଣସି ଅତିରିକ୍ତ ଖର୍ଚ୍ଚରେ କାନଭା (Canva) ର ପ୍ରିମିୟମ୍ ଡିଜାଇନ୍ ଟୁଲ୍ ବ୍ୟବହାର କରିପାରିବେ। ଜିଓ ଏବଂ କାନଭା ମଧ୍ୟରେ…