ବିଶେଷ ଖବର ଦ୍ବାଦଶ, ଦଶମ ତଥା ଜେଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସମ୍ବର୍ଦ୍ଧିତ ଭୁବନେଶ୍ଵର: ଓଡିଶା ଆଦର୍ଶ ବିଦ୍ୟାଳୟର ଦ୍ବାଦଶ, ଦଶମ ତଥା ଜେଇଇ ମେନ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରଠାରେ…