ଆଜିର ଖବର ଦ୍ୱାଦଶ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି କଲା CBSE: ଜାଣନ୍ତୁ ସବୁକିଛି ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାଦଶ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ୨୦୨୬ ପାଇଁ ସଂଶୋଧିତ ତାରିଖ ପ୍ରକାଶ କରିଛି। ବୋର୍ଡର ପରୀକ୍ଷା ନିୟନ୍ତ୍ରକ ଡକ୍ଟର ସନ୍ୟମ…